• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Leo

ସିଂହ

Thursday 23 Nov 2023

ମଘା- ମନ ଅଶାନ୍ତରୁ ମୁକ୍ତ ରହିବ । ମହତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ । ଶତୃ ଯେତେ ସମସ୍ୟା ସୃଷ୍ଟି କରିବେ, ଆପଣଙ୍କର ସେତେ ଲାଭ ହେବ । ପରିବାରର ଲୋକଙ୍କ ସହିତ ସାମାନ୍ୟ ବାଦ ବିବାଦ ହୋଇପାରେ ।

ପୂ,ଫାଲଗୁନି- ଅବିବାହିତ କନ୍ୟାଙ୍କ ଲାଗି ଲାଭ ଦିନଟିଏ । ଖେଳାଳିମାନେ ନିଜର ଗୌରବ ଫେରି ପାଇବେ । ଆପଣ ଯେଉଁ ନିଷ୍ପତି ନେବେ ତାହା ଆପଣଙ୍କୁ ଭବିଷ୍ୟତରେ ଲାଭ ଦେବ । ଜୀବନସାଥି ସହ ସୁଖଦ ସମୟ କାଟିବେ ।

ଉ,ଫାଲଗୁନି- କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କର ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :