• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Virgo

କନ୍ୟା

Thursday 23 Nov 2023

ଉ,ଫଳଗୁନି- ସ୍ୱାସ୍ଥ୍ୟରେ କିଛି ପରିବର୍ତନ ଆସିବ । ପରୋକ୍ଷ ଶତୃତା ଦୈନିକ ଜୀବନ ଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ ।

ହସ୍ତା- ଇଚ୍ଛା ପୂରଣ କରିବା ପ୍ରୟାସରେ ସଫଳ ହେବେ । ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ ସ୍ଥିତି ସୁଦୃଢ ହେବା ଯୋଗୁ ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।

ଚିତ୍ରା- ଗାଡିମଟର ସାବଧାନତା ସହ ଚଲାନ୍ତୁ । ଅସ୍ଥିରତା କାରଣରୁ କାର୍ଯ୍ୟରେ ତୃଟି କରିପାରନ୍ତି । ଲାଭର ଅବସର ହାତଛଡା କରନ୍ତୁ ନାହିଁ । ଭାଗ୍ୟୋନ୍ନତି ଏବଂ ଧର୍ମ କର୍ମରେ ରୁଚି ବଢିବ ।

ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :