• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Libra

ତୁଳା

Thursday 23 Nov 2023

ଚିତ୍ରା- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବିଗିଡି ଯାଇଥିବା କାର୍ଯ୍ୟ ଠିକ୍ ହୋଇଯିବ ।

ସ୍ୱାତୀ- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

ବିଶାଖା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମ୍ପତିକୁ ନେଇ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :