• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Scorpio

ବିଛା

Thursday 23 Nov 2023

ବିଶାଖା- ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ପରିବାରରେ ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମ୍ନା କରିବା କଷ୍ଟକର ହୋଇପାରେ ।

ଅନୁରାଧା- ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମ କ୍ଷେତ୍ରରେ ଆପଣଙ୍କ ଉଦାର ସ୍ୱାଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ଜ୍ୟେଷ୍ଠା- ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇପାରନ୍ତି । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ମନରେ ନୂଆ ଆଶା ସୃଷ୍ଟି ହେବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :