• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Sagittarius

ଧନୁ

Thursday 23 Nov 2023

ମୂଳା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ବନ୍ଧୁ ମାନଙ୍କ ସହାନୁଭୂତି ଲାଭ କରିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିବ ।

ପୂ,ଷାଢା- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ହେବା ସହ ପ୍ରଶଂସା ମିଳିପାରେ ।

ଉ,ଷାଢା-ରାଜନୀତି କ୍ଷେତ୍ରରେ କୌଶଳ ପୂର୍ଣ୍ଣ ଦୃଢ ପଦକ୍ଷେପ ନେବେ । ଶତ୍ରୁମାନେ ପୁନରାୟ ପଛରେ ଲାଗିଯାଇ ପାରନ୍ତି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ନିଜ ପରିଶ୍ରମର ସଫଳତା ପାଇବେ ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :