• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Capricorn

ମକର

Thursday 23 Nov 2023

ଉ,ଷାଢା- ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ,ଉଦ୍ଧିଷ୍ଟ କାର୍ଯ୍ୟ ସିଦ୍ଧି ହେବ । ଶତ୍ରୁମାନେ ପ୍ରତିହତ ହେବେ, ଆୟ କ୍ରମେ ବଢିବ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି ।

ଶ୍ରବଣା- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପଭାବିତ କରିବେ । ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହ ଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ ।

ଧନିଷ୍ଠା- ଦିନଚର୍ଯ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :