• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Taurus

ବୃଷ

Thursday 16 Nov 2023

କୃତିକା- ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶାରୀରିକ ଅସୁସ୍ଥତା ଦୂରେ ହବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

ରୋହିଣୀ- ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ସେବା ସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।

ମୃଗଶିରା- ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟ ପନ୍ଥା ପାଇଁ ଚିନ୍ତିତ ରହିବେ । ବିବାଦୀୟ ଘଟଣାକୁ ନେଇ ମନ ଅସ୍ଥିର ରହିବ । ବାଧ୍ୟବାଧକତାରେ କେତେକ କାମ କରିବାକୁ ବାଧ୍ୟ ହେବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :