• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Aquarius

କୁମ୍ଭ

Thursday 16 Nov 2023

ଧନିଷ୍ଠା- ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ଶତଭିଷା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ପୂ,ଭାଦ୍ରପଦ- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ମହିଳା ମାନଙ୍କୁ ଭ୍ରମଣ ସୁଯୋଗ ଜୁଟିବ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :