• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Pisces

ମୀନ

Thursday 16 Nov 2023

ପୂ,ଭାଦ୍ରପଦ- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ ।

ଉ,ଭାଦ୍ରପଦ- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ରେବତୀ- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :