ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।