• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Gemini

ମିଥୁନ

Thursday 16 Nov 2023

ମୃଗଶିରା- ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବା ଉଚିତ୍‌ ।

ଆଦ୍ରା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।

ପୁନର୍ବସୁ- ସାମାଜିକ ସଂସାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :