• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Cancer

କର୍କଟ

Thursday 16 Nov 2023

ପୁନର୍ବସୁ- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ ।

ପୁଷ୍ୟା- କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନୀତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।

ଅଶ୍ଲେଷା- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳାମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :