• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Leo

ସିଂହ

Thursday 16 Nov 2023

ମଘା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ ।

ପୂ,ଫାଲଗୁନି- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ସାଂସ୍କୃତିକ ପରିବେଶରେ ଯୋଗଦାନ ଦେବେ ।

ଉ,ଫାଲଗୁନି- ମାଲି ମକନ୍ଦମାର ଶୁଣାଣି ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :