• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Virgo

କନ୍ୟା

Thursday 16 Nov 2023

ଉ,ଫାଲଗୁନି- ଧୀରେ ଧୀରେ ଆପଣଙ୍କର ସମ୍ପର୍କ ପ୍ରେମରେ ପରିପୂର୍ଣ୍ଣ ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।

ହସ୍ତା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗସ୍ତ କରିପାରନ୍ତି ।

ଚିତ୍ରା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ ।

ପ୍ରତିକାର - ମିଠା ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :