• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Libra

ତୁଳା

Thursday 16 Nov 2023

ଚିତ୍ରା- କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।

ସ୍ୱାତୀ- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ବିଶାଖା- ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ନକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :