• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Scorpio

ବିଛା

Thursday 16 Nov 2023

ବିଶାଖା- ପ୍ରେମ ଏବଂ ଆକର୍ଷଣ ବଢ଼ିବା ସହିତ ଏକାଠି ବୁଲିବାକୁ ଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ଅନୁରାଧା- ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

ଜ୍ୟେଷ୍ଠା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

ପ୍ରତିକାର – ସୂର୍ଯ୍ୟ‌ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :