• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Sagittarius

ଧନୁ

Thursday 16 Nov 2023

ମୂଳା- ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ପୂ,ଷାଢା- ଅଫିସରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ବୁଦ୍ଧି ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।

ଉ,ଷାଢା- କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ । ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :