• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ୍‌!! ଟଙ୍କା ପାଇଁ ଅନର୍ଥ ସୃଷ୍ଟି ହୋଇପାରେ

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Capricorn

ମକର

Thursday 16 Nov 2023

 

ଉ,ଷାଢା- ଜୀବନସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି ।

ଶ୍ରବଣା- ଛାତ୍ରଛାତ୍ରୀମାନେ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ଧନିଷ୍ଠା-ଜମି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :