Daily Horoscope 27th Nov 2023: ପ୍ରେମକ୍ଷେତ୍ରରେ ସଫଳତା ପାଇବେ,ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି...
/odishatv-khabar/media/media_files/uploadimage/library/16_9/16_9_0/IMAGE_1700974678-766478.jpg)
ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୧.୩୬ ପର୍ଯ୍ୟନ୍ତ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
