• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Nov 2023: ପ୍ରେମକ୍ଷେତ୍ରରେ ସଫଳତା ପାଇବେ,ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି...

ସୌର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି-  ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର-  ବିଛା ରାଶିର ଅହୋରାତ୍ର  । ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୧.୩୬ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Monday 27 Nov 2023

ଧନିଷ୍ଠା- ପରିବାରର ଲୋକେ ଆପଣଙ୍କ କଥାକୁ ସହମତି ଦେବେ । କୃଷି ସମ୍ବନ୍ଧୀୟ କାର‌୍ୟ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି ।

ଶତଭିଷା- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।

ପୂ,ଭାଦ୍ରପଦ- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

 ପ୍ରତିକାର – ଦକ୍ଷିଣକାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :