• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Nov 2023: ପ୍ରେମକ୍ଷେତ୍ରରେ ସଫଳତା ପାଇବେ,ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି...

ସୌର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି-  ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର-  ବିଛା ରାଶିର ଅହୋରାତ୍ର  । ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୧.୩୬ ପର୍ଯ୍ୟନ୍ତ ।

Pisces

ମୀନ

Monday 27 Nov 2023

ପୂ,ଭାଦ୍ରପଦ- ପ୍ରେମିକ ପ୍ରେମିକାମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ସ୍ୱାସ୍ଥ୍ୟ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ ।

ଉ,ଭାଦ୍ରପଦ- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।

ରେବତୀ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । 

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :