• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Nov 2023: ପ୍ରେମକ୍ଷେତ୍ରରେ ସଫଳତା ପାଇବେ,ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି...

ସୌର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି-  ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର-  ବିଛା ରାଶିର ଅହୋରାତ୍ର  । ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୧.୩୬ ପର୍ଯ୍ୟନ୍ତ ।

Leo

ସିଂହ

Monday 27 Nov 2023

ମଘା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାନସିକ ଚାପରୁ ଦୂରେଇ ରୁହନ୍ତୁ ।

ପୂ,ଫାଲଗୁନି- ପରିବାରରେ କୌଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି ।

ଉ,ଫାଲଗୁନି- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :