• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 27th Nov 2023: ପ୍ରେମକ୍ଷେତ୍ରରେ ସଫଳତା ପାଇବେ,ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି...

ସୌର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି-  ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର-  ବିଛା ରାଶିର ଅହୋରାତ୍ର  । ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୧.୩୬ ପର୍ଯ୍ୟନ୍ତ ।

Scorpio

ବିଛା

Monday 27 Nov 2023

ବିଶାଖା- ଶାରୀରିକ କ୍ଲାନ୍ତି ଦୂର ହୋଇପାରେ । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।

ଅନୁରାଧା- ଉଚ୍ଚଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ଛାତ୍ରମାନଙ୍କର ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।

ଜ୍ୟେଷ୍ଠା- ରାଜନୈତିକ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳିରେ ପରିବର୍ତ୍ତନ ଆଣିବେ ।

ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :