Daily Horoscope 27th Nov 2023: ପ୍ରେମକ୍ଷେତ୍ରରେ ସଫଳତା ପାଇବେ,ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି...

ସୌର ବିଛା ମାସ  କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି-  ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର-  ବିଛା ରାଶିର ଅହୋରାତ୍ର  । ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୧.୩୬ ପର୍ଯ୍ୟନ୍ତ ।

Aries

ମେଷ

Monday 27 Nov 2023

ଅଶ୍ୱନୀ- ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।

ଦ୍ୱିଜା- ଋଣ ନେଇ କିମ୍ବା ଅନ୍ୟ କୌଣସି ଉପାୟରେ ଆପଣଙ୍କର କାର୍ଯ୍ୟ ସମାପ୍ତ କରିବାରେ ଅସୁବିଧା ହୋଇପାରେ । ଧୈର୍ଯ୍ୟ ଓ ବୁଦ୍ଧି ବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ନୂଆ ଜ୍ଞାନର ବୃଦ୍ଧି ହେବ ।

କୃତିକା- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଟ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ଜୀବନରେ ନୂଆ ସଂକେତ ମିଳିପାରେ ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :