• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Taurus

ବୃଷ

Saturday 14 Oct 2023

କୃତିକା- ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହୋଇପାରେ । ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ। କିନ୍ତୁ ସମ୍ମୁଖରେ କିଛି କହି ପାରିବେ ନାହିଁ। ବାଣିଜ୍ୟରେ ଉନ୍ନତି କରିବେ

ରୋହିଣୀ- ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ । ଯେଉଁ କାମ ଆଜି ଆରମ୍ଭ କରିବେ ସଫଳତା ଫାଇବା କଷ୍ଟ ହେବ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ।

ମୃଗଶିରା- ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହିତ ବନ୍ଧୁସମ୍ପର୍କ ବୃଦ୍ଧି ପାଇବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :