• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Pisces

ମୀନ

Saturday 14 Oct 2023

ପୂ, ଭାଦ୍ରପଦ- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।

ଉ, ଭାଦ୍ରପଦ- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବପତ୍ର କ୍ରୟ କରିବେ ।

ରେବତୀ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :