• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Gemini

ମିଥୁନ

Saturday 14 Oct 2023

ମୃଗଶିରା- ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ । ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ। ପରିବାର ଭିତରର କିଛି କଥା ଅନ୍ୟମାନଙ୍କ ଆଗରେ କହିପାରିବେ ନାହିଁ ।

ଆଦ୍ରା- ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭ । ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ।

ପୁନର୍ବସୁ- କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି । ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି । ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :