• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Leo

ସିଂହ

Saturday 14 Oct 2023

ମଘା- ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍ ଭାବେ ବୁଝି ପାରିବେନି। ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ ।

ପୂ- ଫାଲ୍‌ଗୁନୀ- ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ।

ଉ- ଫାଲ୍‌ଗୁନୀ- ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ। ବହୁତ ଦିନରୁ ଲାଗିରହିଥିବା କଚେରି ମାମଲା ଚିନ୍ତାର କାରଣ ହୋଇପାରେ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :