• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Virgo

କନ୍ୟା

Saturday 14 Oct 2023

ଉ- ଫାଲ୍‌ଗୁନୀ- ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିନପାରେ । ବିଭିନ୍ନ ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟସ୍ତ କରାଇବ । ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦବ୍ୟବହାର କରିବା କାଠିକର ପାଠ ହେବ ।

ହସ୍ତା- ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ।

ଚିତ୍ରା- ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଧାତୁ, ଅଳଙ୍କାର ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :