• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Libra

ତୁଳା

Saturday 14 Oct 2023

ଚିତ୍ରା- କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ଆଲୋଡିତ କରିବ। ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ।

ସ୍ୱାତୀ- ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବ । ପଡ଼ୋଶୀ କିମ୍ବା ସମ୍ପର୍କୀୟା ଭଉଣୀଙ୍କ ସହ ମତାନ୍ତର ସୃଷ୍ଟି କରିବ। ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ।

ବିଶାଖା- କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ। ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ। ଅଟକି ରହିଥିବା କାର‌୍ୟ୍ୟର ସମସ୍ୟାଟି ଆକସ୍ମିକ ଭାବେ ସମାଧାନ ହୋଇଯିବାରୁ ମନ ଖୁସି ରହିବ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :