• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Scorpio

ବିଛା

Saturday 14 Oct 2023

ବିଶାଖା- କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ। ପ୍ରତ୍ୟେକ କ୍ଷେତ୍ରରେ ଆଡ୍ଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ।

ଅନୁରାଧା- ସାମଗ୍ରିକ ଦୃଷ୍ଟିକୋଣରୁ ଆପଣଙ୍କ ସକାଶେ ବହୁତ ଭଲ । ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ।

ଜ୍ୟୋଷ୍ଠା- ପ୍ରତିଦ୍ୱନ୍ଦ୍ୱିତା ବଢ଼ିଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନାହିଁ।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :