• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Sagittarius

ଧନୁ

Saturday 14 Oct 2023

ମୂଳା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ପୂ, ଷାଢା- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି ।

ଉ, ଷାଢା- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।

ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :