• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2023: ଏହି ରାଶିର ବ୍ୟକ୍ତି ଅନ୍ୟ ଉପରେ ଭରସା କଲେ ବିପଦରେ ପଡ଼ିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ନିଶାନ୍ତ ୦୫.୨୧ ଗତେ ତୁଳା । ତିଥି- ଅମାବାସ୍ୟା ରାତ୍ରି ୧୧.୨୫ ଗତେ ପ୍ରତିପଦ । ଘାତଚନ୍ଦ୍ର- ବୃଷ ରାଶିର ନିଶାନ୍ତ ୦୫.୨୧ ପର୍ଯ୍ୟନ୍ତ । ଘାତବାର- ବୃଷ, ସିଂହ ଓ କନ୍ୟା ରଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ।

Capricorn

ମକର

Saturday 14 Oct 2023

ଉ, ଷାଢା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ ।

ଶ୍ରବଣା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ଧନିଷ୍ଠା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :