• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Aries

ମେଷ

Sunday 15 Oct 2023

ଅଶ୍ୱନୀ – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ। ଘରୋଇ ଚାକିରିଆଙ୍କୁ ନୂଆ ପ୍ରକଳ୍ପ ମିଳିବ । କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢାପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ ।

କୃତିକା – ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।

ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :