• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Taurus

ବୃଷ

Sunday 15 Oct 2023

କୃତିକା - ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡ଼ାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।

ରୋହିଣୀ – ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ମୃଗଶିରା – ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :