• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Aquarius

କୁମ୍ଭ

Sunday 15 Oct 2023

ଧନିଷ୍ଠା – ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ ।

ଶତଭିଷା – ରାଜନୈତିକ ଜୀବନ ଉତଥାନ୍ , ପତନରେ ଗତି କରିବେ । ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ହେବେ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମନ ଚାହୁଥିବା କାର୍ଯ୍ୟ ଆରମ୍ଭ କରିବେ ।

ପୂ , ଭାଦ୍ରପଦ– ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :