• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Pisces

ମୀନ

Sunday 15 Oct 2023

 ପୂ , ଭାଦ୍ରପଦ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ଉ , ଭଦ୍ରପଦ - ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା, ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ ।

ରେବତୀ – କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :