• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Gemini

ମିଥୁନ

Sunday 15 Oct 2023

ମୃଗଶିରା - ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।

ଆଦ୍ରା - କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ ।

ପୁନର୍ବସୁ - ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାଯ୍ୟ ସହଯୋଗ ପାଇବେ । 

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :