• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Cancer

କର୍କଟ

Sunday 15 Oct 2023

ପୁନର୍ବସୁ – ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ ।

ପୁଷ୍ୟା – ଛାତ୍ରଛାତ୍ରୀ ମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ ।

ଅଶ୍ଳେଷା - ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :