• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Leo

ସିଂହ

Sunday 15 Oct 2023

ମଘା – ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ପୂ , ଫାଲଗୁନୀ - ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ ।

ଉ ,ଫାଲଗୁନୀ – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :