• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Virgo

କନ୍ୟା

Sunday 15 Oct 2023

 ଉ , ଫାଲଗୁନୀ – ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ହସ୍ତା – କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୌଣସି ବିଷୟରେ ବଡ ନିଷ୍ପତ୍ତି ନେଇପାରନ୍ତି ।

ଚିତ୍ରା – ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :