• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Libra

ତୁଳା

Sunday 15 Oct 2023

ଚିତ୍ରା – ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ

ସ୍ୱାତୀ – ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।

ବିଶାଖା – ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :