• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Scorpio

ବିଛା

Sunday 15 Oct 2023

ବିଶାଖା – ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଅନୁରାଧା – ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । କୌଣସି ଜରୁରୀ ଯୋଜନା ସଫଳ ହେବ ।

ଜ୍ୟେଷ୍ଠା – କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :