• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Sagittarius

ଧନୁ

Sunday 15 Oct 2023

ମୂଳା – ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ପୂ , ଷାଢା – ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପୀଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ

ଉ , ଷାଢା – ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ଚଞ୍ଚଳ ମନ ଯୋଗୁ କୌଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :