• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଖୁସି ଖବର, ମିଳିବ ଉଚ୍ଚ ପଦବୀ !

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ରବିବାର । ଚନ୍ଦ୍ର –ତୁଳା ଅହୋରାତ୍ର । ତିଥି- ପ୍ରତିପଦ ରାତ୍ରି ୧୨.୩୨ ଗତେ ୨ୟା । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ-୧ ପାଦ-କୃଷିହାନି–ଭୂମିଦାନ ରାତ୍ରି ୧୨.୩୨ ଗତେ ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ।

Capricorn

ମକର

Sunday 15 Oct 2023

ଉ , ଷାଢା - ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ

ଶ୍ରବଣା – ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

ଧନିଷ୍ଠା – ଜମି କ୍ରୟ କରି ଖୁସି ରହିବେ । କୌଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :