• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Aquarius

କୁମ୍ଭ

Sunday 22 Oct 2023

ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ

ଶତଭିଷା – କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ

ପୂ , ଭାଦ୍ରପଦ – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :