• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Pisces

ମୀନ

Sunday 22 Oct 2023

ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନୋମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ

ରେବତୀ – ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :