• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Gemini

ମିଥୁନ

Sunday 22 Oct 2023

ମୃଗଶିରା - ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ।

ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଧର୍ମାନୁଷ୍ଠାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।

ପୁନର୍ବସୁ – ପରିସ୍ଥିତି ବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମହିଳାମାନଙ୍କ ଦିନ ଭଲରେ କଟିବ ।

ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :