• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Leo

ସିଂହ

Sunday 22 Oct 2023

ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।

ପୂ , ଫାଲଗୁନୀ - ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।

ଉ ,ଫାଲଗୁନୀ – ଭୂସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।

ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :