• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2023: ଏହି ରାଶିର ମହିଳାମାନେ କୌଣସି ଅଜଣା ବିପଦରେ ପଡ଼ି ପାରନ୍ତି !

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୭.୫୯ ଗତେ ୯ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୪୩ ଗତେ ୧ ପାଦ କୃଷି ହାନି-ଭୂମିଦାନ ।

Virgo

କନ୍ୟା

Sunday 22 Oct 2023

ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ

ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରୀ କ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି ।

ଚିତ୍ରା – ମାଲି ମକଦ୍ଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ । ମହିଳା ମାନେ ଧର୍ମପାରାୟଣ ରହିବେ ।

ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :